ଇରାନ ବିମାନ ଦୁର୍ଘଟଣାଗ୍ରସ୍ତ : ୬୬ ମୃତ

ତେହେରାନ,୧୮।୨: ଆସେମନ୍‌ ଏୟାରଲାଇନ୍ସର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୬୬ ଜଣଙ୍କର ମୃତ୍ୟୁ ଘଟିଛି। ବିମାନଟି ମଧ୍ୟ ଇରାନର ଏକ…